ବିଜୁଳି ନଥିବା ଘରେ ପାଠ ପଢ଼ି ଓଏଏସ୍‌ ପାଇଲେ ଜନ

ବିଜୁଳି ନଥିବା ଘରେ ପାଠ ପଢ଼ି ଓଏଏସ୍‌ ପାଇଲେ ଜନ

0 0
Read Time:24 Second

ପାରାଦୀପ/ଢ଼େଙ୍କାନାଳ : ଘରେ ବିଜୁଳି ନଥିଲା, ହେଲେ କଠିନ ପରିଶ୍ରମ କରି ସଫଳତାର ଶିଖରରେ ପହଞ୍ଚିଛନ୍ତି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ବାଲିଆ ବଡ଼ବନ୍ଧ ଗାଁର ଜନ୍ ମେଜର୍ ଦଳାଇ । ସେ ଓଡ଼ିଶା ସିଭିଲ ସର୍ଭିସରେ କୃତକାର୍ଯ୍ୟ ହୋଇ ୧୩୯ ତମ ରାଙ୍କ ହାସଲ କରିଛନ୍ତି।

Happy
Happy
0 %
Sad
Sad
0 %
Excited
Excited
0 %
Sleepy
Sleepy
0 %
Angry
Angry
0 %
Surprise
Surprise
0 %
Top Stories ଦେଶ ବିଦେଶ ନ୍ୟୁଜ୍ ଶିକ୍ଷା ସ୍ପେଶାଲ୍ ରିପୋର୍ଟ