ପ୍ରଥମ ଶ୍ରେଣୀ ପିଲା ଶିଖିବେ ସ୍ପୋକନ୍ ଇଙ୍ଗଲିସ୍

ପ୍ରଥମ ଶ୍ରେଣୀ ପିଲା ଶିଖିବେ ସ୍ପୋକନ୍ ଇଙ୍ଗଲିସ୍

0 0
Read Time:38 Second

ଭୁବନେଶ୍ୱର : ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ସହ ଇଂରାଜି ଭାଷାରେ ପ୍ରାଧାନ୍ୟ ଦେବାକୁ ଅଭିଭାବକମାନେ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରି ସେମାନଙ୍କୁ ଘରୋଇ ସ୍କୁଲରେ ପ‍ଢ଼ାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏଣିକି ସରକାରୀ ସ୍କୁଲରେ ମଧ୍ୟ ପିଲାଙ୍କୁ ଇଂରାଜୀ ଶିକ୍ଷା ଦିଆଯିବା ଉପରେ ଗୁରୁତ୍ୱ ଦିଆଯିବ। ଖୁବ୍‌ ଶୀଘ୍ର ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକନ ଇଂଲିଶ ଶିକ୍ଷା।

Happy
Happy
0 %
Sad
Sad
0 %
Excited
Excited
0 %
Sleepy
Sleepy
0 %
Angry
Angry
0 %
Surprise
Surprise
0 %
ଶିକ୍ଷା