Read Time:53 Second
କଟକ : ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପାର୍ଥୀ ମାନଙ୍କର ନାମାଙ୍କନ ପତ୍ର ଦାଖଲ ପରେ କଟକ ସଦର ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ପାର୍ଥୀନୀ ଭାବେ ସମାଜସେବୀକା ତଥା ସୁବକ୍ତା ସରୋଜିନୀ ମହାପାତ୍ର ପାର୍ଥୀପତ୍ର ଜୋରଦାର ପ୍ରଚାର ଅଭିଯାନ ଜୋରଦାର ଚଳାଇଛନ୍ତି, ତାଙ୍କ ଚିହ୍ନ ମାଛ । ଜନସାଧାରଣଙ୍କ ଶ୍ରୀମତୀ ମହାପାତ୍ରଙ୍କ ପ୍ରତି ଆସ୍ଥା,ସ୍ନେହ, ଶ୍ରଦ୍ଧା ଓ ଲୋକପ୍ରିୟତାକୁ ପାଥେୟ କରି ସେ ନିର୍ବାଚନ ରଣାଙ୍ଗଣରେ ଅବତୀର୍ଣ୍ଣ ହୋଇଛନ୍ତି ଏବଂ ଅଞ୍ଚଳର ବିକାଶ,ଜନତାଙ୍କ ସେବାରେ ନିଜକୁ ନିୟୋଜିତ କରିବାକୁ ଦୃଢ଼ ସଂକଳ୍ପ ରଖିଛନ୍ତି

