ଓଡ଼ିଆ ଛାତ୍ର ଅଂଶୁମାନ କାମିଲା ହେଲେ IES ଟପ୍ପ

ଓଡ଼ିଆ ଛାତ୍ର ଅଂଶୁମାନ କାମିଲା ହେଲେ IES ଟପ୍ପ

0 0
Read Time:36 Second

ଭୁବନେଶ୍ୱର :  ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍‌ ସର୍ଭିସ୍‌ (ଆଇଇଏସ୍‌) ଟପ୍ପର। ଆଇଇଏସ୍‌ ୨୦୧୯ ପରୀକ୍ଷାରେ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଓ ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଅର୍ଥଶାସ୍ତ୍ର ପ୍ରଫେସର ମିତାଲି ଚିନାରାଙ୍କ ପୁଅ।

Happy
Happy
0 %
Sad
Sad
0 %
Excited
Excited
0 %
Sleepy
Sleepy
0 %
Angry
Angry
0 %
Surprise
Surprise
0 %
ଶିକ୍ଷା