ଏଣିକି ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ପାସ୍ କରିବା ବାଧ୍ୟତାମୂଳ

ଏଣିକି ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ପାସ୍ କରିବା ବାଧ୍ୟତାମୂଳ

0 0
Read Time:48 Second

ବାଲେଶ୍ୱର/ ଭୁବନେଶ୍ୱର : ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷା ହେବ। କଡ଼ାକଡ଼ି ପ୍ରଥମ ବର୍ଷ ପରୀକ୍ଷା ପାସ୍ ନକଲେ ଦ୍ୱିତୀୟ ବର୍ଷକୁ ଯାଇପାରିବେନି ଛାତ୍ରଛାତ୍ରୀ। ଏଭଳି ସଂସ୍କାର ମୂଳକ ପଦକ୍ଷେପ ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।

ପ୍ରଥମ ବର୍ଷ ପରୀକ୍ଷାରେ ୩୩ ପ୍ରତିଶତ ମାର୍କ ରଖିବା ବାଧ୍ୟତାମୂଳକ। ପ୍ରଥମ ବର୍ଷ ପାସ୍ କରିବା ଲାଗି ଛାତ୍ରଛାତ୍ରୀଙ୍କୁ ଦୁଇଟି ସୁଯୋଗ ଦିଆଯିବ । ପ୍ରଥମ ପରୀକ୍ଷାଟି ଫେବୃଆରୀ ୧୫ରୁ ୨୯ ମଧ୍ୟରେ କରାଯିବ । ଏଥିରେ ପାସ୍ ନକଲେ ମିଳିବ ଦ୍ୱିତୀୟ ସୁଯୋଗ ମେ ମାସ ଶେଷ ସପ୍ତାହରେ ।

Happy
Happy
0 %
Sad
Sad
0 %
Excited
Excited
0 %
Sleepy
Sleepy
0 %
Angry
Angry
0 %
Surprise
Surprise
0 %
ଶିକ୍ଷା