Read Time:38 Second
ଭୁବନେଶ୍ୱର : ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ସହ ଇଂରାଜି ଭାଷାରେ ପ୍ରାଧାନ୍ୟ ଦେବାକୁ ଅଭିଭାବକମାନେ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରି ସେମାନଙ୍କୁ ଘରୋଇ ସ୍କୁଲରେ ପଢ଼ାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏଣିକି ସରକାରୀ ସ୍କୁଲରେ ମଧ୍ୟ ପିଲାଙ୍କୁ ଇଂରାଜୀ ଶିକ୍ଷା ଦିଆଯିବା ଉପରେ ଗୁରୁତ୍ୱ ଦିଆଯିବ। ଖୁବ୍ ଶୀଘ୍ର ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକନ ଇଂଲିଶ ଶିକ୍ଷା।

